Breaking PLUSଖେଳଦେଶ ବିଦେଶମୁଖ୍ୟ ଖବର

ଆଇପିଏଲ ମୁକାବିଲା-2020, ଆଜି ସନରାଇଜର୍ସ ହାଇଦ୍ରାବାଦକୁ ଭେଟିବ କିଙ୍ଗସ୍ ଇଲେଭେନ୍ ପଞ୍ଜାବ

ଆଇପିଏଲ ମୁକାବିଲାରେ ଆଜି ମୁହାଁମୁହିଁ ହେବାକୁ ଯାଉଛନ୍ତି ସନରାଇଜର୍ସ ହାଇଦ୍ରାବାଦ ଏବଂ କିଙ୍ଗସ ଇଲେଭନ୍ ପଞ୍ଜାବ । ସନ୍ଧ୍ୟା ସାଢ଼େ ୭ଟାରେ ଏହି ମ୍ୟାଚ୍ ଦୁବାଇରେ ଖେଳାଯିବ।

ଆଇପିଏଲ ମୁକାବିଲାରେ ଆଜି ମୁହାଁମୁହିଁ ହେବାକୁ ଯାଉଛନ୍ତି ସନରାଇଜର୍ସ ହାଇଦ୍ରାବାଦ ଏବଂ କିଙ୍ଗସ ଇଲେଭନ୍ ପଞ୍ଜାବ । ସନ୍ଧ୍ୟା ସାଢ଼େ ୭ଟାରେ ଏହି ମ୍ୟାଚ୍ ଦୁବାଇରେ ଖେଳାଯିବ।

ଦୁଇ ଦଳ ପାଇଁ ଏହି ମ୍ୟାଚ୍ ବେଶ ଗୁରୁତ୍ୱପୂର୍ଣ୍ଣ ହେବ। ପଞ୍ଜାବ ବର୍ତ୍ତମାନ ସୁଦ୍ଧା ଭଲ ପ୍ରଦର୍ଶନ କରିଥିଲେ ମଧ୍ୟ ମାତ୍ର ଗୋଟିଏ ମ୍ୟାଚ୍ ଜିତିଛି। ସେହିପରି ହାଇଦ୍ରାବାଦ ମଧ୍ୟ ୫ଟି ମ୍ୟାଚରୁ ମାତ୍ର ୨ଟି ଜିତିଛି। ତେଣୁ ଉଭୟ ଦଳ ଏହି ମ୍ୟାଚରେ ଭଲ ପ୍ରଦର୍ଶନ କରିବା ସହ ମ୍ୟାଚ ବିଜୟୀ ହେବାକୁ ଲକ୍ଷ୍ୟ ରଖିଛନ୍ତି।

ଏହି ମ୍ୟାଚରେ ୱାର୍ନର ଏବଂ ରାହୁଲଙ୍କ ଉପରେ ନଜର ରହିବ। ୱାର୍ନର ହାଇଦ୍ରାବାଦ ପାଇଁ ରନ କରିବାକୁ ବ୍ୟଗ୍ର ଥିବାବେଳେ ରାହୁଲଙ୍କ ରନ ଉପରେ ପଞ୍ଜାବ ନିର୍ଭରଶୀଳ। ତେଣୁ ଏହି ମ୍ୟାଚରେ ବିଜୟୀ ହେବାକୁ ଦୁଇ ଦଳ ଲକ୍ଷ୍ୟ ରଖିବେ ନିଶ୍ଚୟ।

କିଙ୍ଗସ୍ ଇଲେଭେନ୍ ପଞ୍ଜାବ

କେଏଲ୍ ରାହୁଲ (ଅଧିନାୟକ), ହରପ୍ରୀତ୍ ବ୍ରାର୍, ଇଶାନ୍ ପୋରେଲ୍, ମନ୍ଦୀପ ସିଂହ, ଜିମ୍ମି ନିଶାନ୍, ତାଜିନ୍ଦର୍ ସିଂହ, କ୍ରିସ୍ ଜୋରଦାନ୍, କରୁଣ ନାଏର, ଦିପକ୍ ହୁଡ୍ଡା, ରବି ବିଷ୍ଣୋଇ, ଅର୍ସଦିପ୍ ସିଂହ, ଗ୍ଲେନ୍ ମ୍ୟାକ୍ସଓ୍ଵେଲ୍, ମୁଜିବ-ଉର୍-ରେହେମାନ, ସର୍ଫରାଜ ଖାନ୍, ସେଲ୍ଡନ୍ କର୍ଟେଲ୍, ମୟଙ୍କ ଅଗ୍ରଓ୍ଵାଲ୍, ମହମ୍ମଦ ସାମି, ଦର୍ଶନ ନାଲକାଣ୍ଡେ, ନିକୋଲାସ୍ ପୁରନ୍, କ୍ରିସ୍ ଗେଲ୍, ମୁରୁଗାନ୍ ଅଶ୍ଵିନ, ଜଗଦୀଶା ସୁଚିତ୍, କ୍ରଷ୍ଣପା ଗୋଥାମ୍, ହର୍ଦସ ଭିଲଜୋଏନ୍, ସିମରନ୍ ସିଂହ।

ସନରାଇଜର୍ସ ହାଇଦ୍ରାବାଦ୍

ଡେଭିଡ ଓ୍ଵାର୍ଣ୍ଣର(ଅଧିନାୟକ), ରସିଦ୍ ଖାନ୍, ସଞ୍ଜୟ ଯାଦବ, ବର୍ଦ୍ଧମାନ ଶାହା, ଖଲିଲ୍ ଅହମ୍ମଦ, ସନ୍ଦୀପ ଶର୍ମା, ଅବ୍ଦୁନ ସାମଦ୍, ମାଇକେଲ୍ ମର୍ସ, ଶ୍ରୀଭଟ୍ସ ଗେସ୍ଵାମୀ, ମହମ୍ମଦ ନବି, ଫଆବିଆନ୍ ଆଲେନ୍, ଅଭିଶେକ୍ ଶର୍ମା, ବସିଲ ଥାମ୍ପି, ବିଲ୍ଲି ଷ୍ଟାନଲେକ୍, ସନ୍ଦୀପ ବାଭାନ୍କା, ବିରାଟ ସିଂହ, ନଟରାଜନ୍, କେନ୍ ଓ୍ଵିଲିୟମ୍, ସାହାବାଜ୍ ନାଦିମ୍, ଜନି ବାଇରଷ୍ଟୋ, ମନିଷ୍ ପାଣ୍ଡେ, ବିଜୟ ଶଙ୍କର, ସିଦ୍ଧାର୍ଥ କୌଲ୍, ପ୍ରିୟମ୍ ଗର୍ଗ।

Show More

Related Articles

Back to top button