Breaking PLUSଓଡ଼ିଶା

ଆଜିଠାରୁ ଆରମ୍ଭ ହେଲା ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା ବା ଓଜେଇଇ

ଆଜିଠାରୁ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା ବା ଓଜେଇଇ ଆରମ୍ଭ ହୋଇଛି । ଏହା ଅକ୍ଟୋବର ୧୯ ତାରିଖ ପର୍ଯ୍ୟନ୍ତ ଚାଲିବ। ପ୍ରଥମ ସିଟିଂ ପୂର୍ବାହ୍ନ ୯ଟାରୁ ଆରମ୍ଭ ହୋଇ ୧୧ଟାରେ ସରିବ। ଦ୍ୱିତୀୟ ସିଟିଂ ମଧ୍ୟାହ୍ନ ସାଢେ ୧୨ଟାରୁ ଅପରାହ୍ଣ ୨.୩୦ମିନିଟ୍‍ ଏବଂ ତୃତୀୟ ସିଟିଂ ଅପରାହ୍ଣ ୪ଟାରୁ ସନ୍ଧ୍ୟା ୬ଟା ଯାଏଁ ଚାଲିବ। ଅନ୍‍ଲାଇନରେ ପରୀକ୍ଷା ହେବ -

ଆଜିଠାରୁ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା ବା ଓଜେଇଇ ଆରମ୍ଭ ହୋଇଛି । ଏହା ଅକ୍ଟୋବର ୧୯ ତାରିଖ ପର୍ଯ୍ୟନ୍ତ ଚାଲିବ। ପ୍ରଥମ ସିଟିଂ ପୂର୍ବାହ୍ନ ୯ଟାରୁ ଆରମ୍ଭ ହୋଇ ୧୧ଟାରେ ସରିବ। ଦ୍ୱିତୀୟ ସିଟିଂ ମଧ୍ୟାହ୍ନ ସାଢେ ୧୨ଟାରୁ ଅପରାହ୍ଣ ୨.୩୦ମିନିଟ୍‍ ଏବଂ ତୃତୀୟ ସିଟିଂ ଅପରାହ୍ଣ ୪ଟାରୁ ସନ୍ଧ୍ୟା ୬ଟା ଯାଏଁ ଚାଲିବ। ଅନ୍‍ଲାଇନରେ ପରୀକ୍ଷା ହେବ –

ଚଳିତ ବର୍ଷ ପ୍ରଥମ ଥର ପାଇଁ ଏହି ପରୀକ୍ଷା ଓଡିଶା ବାହାରେ କରାଯାଇଛି। ପଶ୍ଚିମବଙ୍ଗ, ଝାଡଖଣ୍ଡ ଏବଂ ବିହାରର ତିନିଟି ସହରରେ ୫ ଟି କେନ୍ଦ୍ର କରାଯାଇଛି । ସେହିପରି ଓଡ଼ିଶାର ୨୧ଟି ସହରରେ ୫୪ ପରୀକ୍ଷାକେନ୍ଦ୍ର କରାଯାଇଛି । ଚଳିତ ବର୍ଷ ସର୍ବାଧିକ ୭୯,୭୮୮ ବିଦ୍ୟାର୍ଥୀ ପ୍ରବେଶିକା ପରୀକ୍ଷା ଦେବାକୁ ପଞ୍ଜୀକରଣ କରିଛନ୍ତି।

Show More

Related Articles

Back to top button