Breaking PLUSଓଡ଼ିଶାମୁଖ୍ୟ ଖବର

ଆହୁରି ଦୁଇଦିନ ଗ୍ରୀଷ୍ମ ପ୍ରବାହ

ଭୁବନେଶ୍ୱର- ଆଗାମୀ ୨ଦିନ ତାପମାତ୍ରାରେ କୌଣସି ପ୍ରକାର ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଅର୍ଥାତ ୨ ଦିନ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ହେଲେ ପରିବର୍ତ୍ତୀ ସମୟରେ ତାପମାତ୍ରା ହ୍ରାସ ହେବାର ସମ୍ଭାବନା ରହିଛି । ଏପରିକି କାଳବୈଶାଖୀ ପ୍ରଭାବରେ ତାପମାତ୍ରା ୨ରୁ ୩ ଡିଗ୍ରୀ ଖସିବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

Show More

Related Articles

Leave a Reply

Your email address will not be published. Required fields are marked *

Back to top button