ଓଡ଼ିଶାକଳା ସଂସ୍କୃତି ଓ ସାହିତ୍ୟ

ଓଡିଶୀ ନୃତ୍ୟକୁ ଶାସ୍ତ୍ରୀୟ ମାନ୍ୟତା ଦାବିରେ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଚିଠି

Odissi Dance
Odissi Dance

ଓଡିଶୀ ନୃତ୍ୟକୁ ଶାସ୍ତ୍ରୀୟ ମାନ୍ୟତା ଦେବା ଦାବିରେ କେନ୍ଦ୍ର ପର୍ଯ୍ୟଟନ ଓ ସଂସ୍କୃତ ମନ୍ତ୍ରୀ ପ୍ରହ୍ଲାଦ ସିଂହ ପଟେଲଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ ।ସେପ୍ଟେମ୍ବର ୨ ତାରିଖରେ ରାଜ୍ୟ ଐତିହ୍ୟ କ୍ୟାବିନେଟରେ ଏନେଇ ନିଷ୍ପତ୍ତି ହୋଇଥିଲା। ବହୁ ବର୍ଷଧରି ଥିବା ଓଡିଆଙ୍କ ସ୍ୱପ୍ନକୁ ସାକାର କରିବାକୁ ମୁଖ୍ୟମନ୍ତ୍ରୀ ଚିଠିରେ ଉଲ୍ଲେଖ କରିଛନ୍ତି। ତେବେ ଓଡିଶୀ ସଙ୍ଗୀତ ୨ ହଜାର ବର୍ଷର ପୁରୁଣା ପରମ୍ପରା। ଏହା ହିନ୍ଦୁସ୍ତାନୀ ଓ କର୍ଣ୍ଣାଟକ ସଙ୍ଗୀତଠାରୁ ସମ୍ପୂର୍ଣ୍ଣ ଭିନ୍ନ ଅଟେ ।

Show More

Related Articles

Back to top button