Breaking PLUSଓଡ଼ିଶାମୁଖ୍ୟ ଖବର

ଦୀଘା ମନ୍ଦିରରୁ ହଟିଲା ‘ଜଗନ୍ନାଥ ଧାମ’ ନାମଫଳକ

ଦୀଘା ମନ୍ଦିରରୁ ହଟିଲା ‘ଜଗନ୍ନାଥ ଧାମ’ ନାମଫଳକ  । Xରେ ସୂଚନା ଦେଲେ ବିଜେପି IT ସେଲ୍‌ ଅଧ୍ୟକ୍ଷ ଅମିତ ମାଲବ୍ୟ  । ଜଗନ୍ନାଥ ପ୍ରେମୀଙ୍କ ବିରୋଧ ପରେ ପଶ୍ଚିମବଙ୍ଗ ସରକାର କାଢ଼ିଥିବା ସୂଚନା ମିଳିଛି । ହିନ୍ଦୁ ଏକତାର ବିଜୟ ଓ ମମତାଙ୍କ ପ୍ରତି ଶକ୍ତ ଧକ୍କା ବୋଲି ‘ଏକ୍ସ’ରେ ଲେଖିଛନ୍ତି । ଯେତେବେଳେ ହିନ୍ଦୁ ଏକାଠି ହେବେ, କୌଣସି ହୀନ ରାଜନୀତି ତିଷ୍ଠିବନି ବୋଲି ସେ କହିଛନ୍ତି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button