Breaking PLUSବାଣିଜ୍ୟ

ପୁଣି କମିଲା ସୁନା ଦର

ମଙ୍ଗଳବାର ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪, ୮୬୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୯,୮୯୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫,୫୪୦ ଟଙ୍କା ଟଙ୍କା ଓ ୬୦,୪୯୦ ଟଙ୍କା ହୋଇଛି। ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୪, ୮୬୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୯,୮୯୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫,୫୪୦ ଟଙ୍କା ଟଙ୍କା ଓ ୬୦,୪୯୦ ଟଙ୍କା ହୋଇଛି। ତେବେ ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୫, ୧୮୦ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୦,୨୪୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫,୫୪୦ ଟଙ୍କା ଟଙ୍କା ଓ ୬୦,୫୯୦ ଟଙ୍କା ହୋଇଛି। ତେବେ ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୫, ୧୮୦ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୬୦,୨୪୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫,୫୪୦ ଟଙ୍କା ଟଙ୍କା ଓ ୬୦,୫୯୦ ଟଙ୍କା ହୋଇଛି। ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦର ଅପରିବର୍ତ୍ତିତ ରହିଛି। ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୫,୫୪୦ଟଙ୍କା ଓ ୬୧,୫୯୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ୫୫,୬୯୦ ଟଙ୍କା ଓ ୬୦,୭୪୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୭,୯୨୭ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୬୧,୦୮୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୫,୫୪୦ ଟଙ୍କା ଓ ୬୦,୫୯୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୩,୦୦୦ଟଙ୍କା ରହିଥିବା ନେଇ ହୋଇଛି।

Show More

Related Articles

Back to top button