Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି

ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ । ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ଘଟିଛି । ମୃତ୍ୟୁବେଳକୁ ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା ।

ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ । ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ଘଟିଛି । ମୃତ୍ୟୁବେଳକୁ ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା ।

ଗତ ୧୪ ତାରିଖରେ ସେ ଅସୁସ୍ଥତା ଅନୁଭବ କରିବାରୁ ମେଡିକାଲରେ ଭର୍ତ୍ତି ହୋଇଥିଲେ । ହେଲେ ଚିକିତ୍ସାଧୀନ ଅବସ୍ଥାରେ ହିଁ ସେ ପରଲୋକ ଗମନ କରିଛନ୍ତି । ମତଲୁବଙ୍କ ପରଲୋକ ନେଇ ପୁଅ ମାସୁଦ ଅଲ୍ଲୀ ସୂଚନା ପ୍ରଦାନ କରିଛନ୍ତି ।

Show More

Related Articles

Back to top button