Breaking PLUSଦେଶମୁଖ୍ୟ ଖବର

ବିଜେପି-କଂଗ୍ରେସକୁ ଜବାବ ମାଗିଲେ ନିର୍ବାଚନ କମିଶନ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କଂଗ୍ରେସ ନେତା ରାହୁଲ ଗାନ୍ଧି ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ କରିଥିବା ଅଭିଯୋଗକୁ ନିର୍ବାଚନ ଆୟୋଗ ଗୁରୁତ୍ୱ ଦେଇଛନ୍ତି। ଧର୍ମ, ଜାତି, ସମ୍ପ୍ରଦାୟ ଓ ଭାଷା ଆଧାରରେ ପରସ୍ପରର ନେତାମାନେ ଘୃଣା ଓ ବିଭାଜନ ପ୍ରସାର କରୁଛନ୍ତି ବୋଲି ଉଭୟ ବିଜେପି ଓ କଂଗ୍ରେସ ଅଭିଯୋଗ କରିଛନ୍ତି। ନିର୍ବାଚନ କମିଶନ ବିଜେପି-କଂଗ୍ରେସକୁ ନୋଟିସ ଜାରି କରି ଏପ୍ରିଲ ୨୯ ତାରିଖ ପୂର୍ବାହ୍ନ ୧୧ଟା ସୁଦ୍ଧା ଜବାବ ମାଗିଛନ୍ତି।

Show More

Related Articles

Leave a Reply

Your email address will not be published. Required fields are marked *

Back to top button