Breaking PLUSଓଡ଼ିଶାମୁଖ୍ୟ ଖବର

ବିଜୟାଦଶମୀ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଆଜି ମହାମାୟା ଜଗତଜନନୀ ମା ଦୁର୍ଗାଙ୍କ ବିଜୟାଦଶମୀ । ଅସତ୍ୟ ଉପରେ ସତ୍ୟର ବିଜୟ । ଅଧର୍ମ ଉପରେ ଧର୍ମର ବିଜୟ । ଅନ୍ୟାୟ ଉପରେ ନ୍ୟାୟର ବିଜୟ । ଆଜି ହେଉଛି ସେହି ପବିତ୍ର ଦିନ, ବିଜୟା ଦଶମୀ ଶାରଦୀୟ ଦୁର୍ଗାପୂଜାର ଅନ୍ତିମ ପର୍ବ।

ଆଜି ମହାମାୟା ଜଗତଜନନୀ ମା ଦୁର୍ଗାଙ୍କ ବିଜୟାଦଶମୀ । ଅସତ୍ୟ ଉପରେ ସତ୍ୟର ବିଜୟ । ଅଧର୍ମ ଉପରେ ଧର୍ମର ବିଜୟ । ଅନ୍ୟାୟ ଉପରେ ନ୍ୟାୟର ବିଜୟ । ଆଜି ହେଉଛି ସେହି ପବିତ୍ର ଦିନ, ବିଜୟା ଦଶମୀ ଶାରଦୀୟ ଦୁର୍ଗାପୂଜାର ଅନ୍ତିମ ପର୍ବ। ଦଶମୀ ପୂଜା ପରେ ଧରାପୃଷ୍ଠରୁ ମେଲାଣି ନେବେ ମା’ ଦଶଭୂଜା । ତେବେ ଏସବୁ ଭିତରେ ଆଜି ବିଜୟା ଦଶମୀ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟ କରି ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜଣାଇଛନ୍ତି ।

ମୁଖ୍ୟମନ୍ତ୍ରୀ ଟ୍ୱିଟ ଜରିଆରେ, ରାଜ୍ୟବାସୀଙ୍କୁ ପବିତ୍ର ବିଜୟା ଦଶମୀ ତଥା ଦଶହରା ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ମା’ଦୁର୍ଗାଙ୍କ ଆଶୀର୍ବାଦରୁ ପ୍ରତିଟି ଜୀବନ ସୁଖ ଓ ସମୃଦ୍ଧିମୟ ହେଉ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Show More

Related Articles

Back to top button