Breaking PLUSଦେଶମୁଖ୍ୟ ଖବରରାଜନୀତି

ମନୀଷ ସିସୋଦିଆଙ୍କ ନ୍ୟାୟିକ ହେପାଜତ ବୃଦ୍ଧି

ନୂଆଦିଲ୍ଲୀ- ଦିଲ୍ଲୀର ମଦ ନୀତି ପ୍ରସଙ୍ଗରେ ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ଏବଂ ଆମ ଆଦମୀ ପାର୍ଟି (ଏଏପି) ନେତା ମନୀଷ ସିସୋଡିଆଙ୍କୁ ବଡ ଝଯକା ଲାଗିଛି। ଏହି ମାମଲା ସହ ଜଡିତ ସିବିଆଇ ମାମଲାରେ ରାଉଜ ଆଭେନ୍ୟୁ କୋର୍ଟ ସିସୋଡିଆଙ୍କ ନ୍ୟାୟିକ ହେପାଜତକୁ ମେ ୧୫ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି।

ଦିଲ୍ଲୀରେ ଅବସ୍ଥିତ ରାଉଜ ଆଭେନ୍ୟୁ କୋର୍ଟ ଆସନ୍ତା ୧୫ରେ ପରବର୍ତ୍ତୀ ଶୁଣାଣି କରିବେ। ଏହା ବ୍ୟତୀତ ସିସୋଡିଆ ଦିଲ୍ଲୀ ଏକ୍ସାଇଜ ପଲିସି ସହ ଜଡିତ ଅର୍ଥ ହେରଫେର ମାମଲାରେ ଇଡି ମାମଲାରେ ମେ ୮ ପର୍ଯ୍ୟନ୍ତ ନ୍ୟାୟିକ ହେପାଜତରେ ଅଛନ୍ତି।

Show More

Related Articles

Leave a Reply

Your email address will not be published. Required fields are marked *

Back to top button