Breaking PLUSଦେଶମୁଖ୍ୟ ଖବର

ଅଶ୍ଲୀଳ ଭିଡିଓ ଭାଇରାଲ ମାମଲାରେ ପ୍ରଜ୍ଜ୍ୱଳ ରେଭନ୍ନାଙ୍କ ବିରୁଦ୍ଧରେ ଲୁକଆଉଟ୍ ନୋଟିସ ଜାରି

ନୂଆଦିଲ୍ଲୀ- ଅଶ୍ଲୀଳ ଭିଡିଓ ଭାଇରାଲ ମାମଲାରେ ଅଭିଯୁକ୍ତ କର୍ନାଟକର ଜେଡିଏସ ଏମ୍‌ପି ପ୍ରଜ୍ୱଳ ରେଭାନ୍ନାଙ୍କୁ ଗିରଫ କରିବା ପାଇଁ ନୋଟିସ ଜାରି କରାଯାଇଛି। ଏହି ମାମଲା ସାମ୍ନାକୁ ଆସିବା ପରେ କର୍ନାଟକ ଗୃହମନ୍ତ୍ରୀ ଜି ପରମେଶ୍ୱର କହିଛନ୍ତି, ରେଭାନ୍ନାଙ୍କୁ ଯଥାଶୀଘ୍ର ଘଟଣାର ତଦନ୍ତ କରୁଥିବା ଏସଆଇଟି ସମ୍ମୁଖରେ ହାଜର ହେବାକୁ ପଡ଼ିବ। ଯଦି ସେ ହାଜର ନ ହୁଅନ୍ତି ତେବେ ତାଙ୍କୁ ଗିରଫ କରାଯାଇପାରେ। ପୂର୍ବରୁ ଅନୁସନ୍ଧାନକାରୀଙ୍କ ନିକଟରେ ହାଜର ହେବାକୁ ତାଙ୍କୁ ସାତ ଦିନ ସମୟ ଦେବା ପାଇଁ ଏସ୍‌ଆଇଟି ତାଙ୍କ ଅନୁରୋଧକୁ ପ୍ରତ୍ୟାଖ୍ୟାନ କରିଥିଲା।

Show More

Related Articles

Leave a Reply

Your email address will not be published. Required fields are marked *

Back to top button