Breaking PLUSଓଡ଼ିଶାମୁଖ୍ୟ ଖବର

ମଧ୍ୟାହ୍ନ ଭୋଜନ ଖାଇ ୧୦ ଛାତ୍ରଛାତ୍ରୀ ଅସୁସ୍ଥ

ମଧ୍ୟାହ୍ନ ଭୋଜନ ଖାଇ ଶନିବାର ୧୦ ଛାତ୍ରଛାତ୍ରୀ ଅସୁସ୍ଥ ହୋଇଛନ୍ତି। ଡେଙ୍ଗପଦର ଉପ୍ରା ସ୍କୁଲରେ ମଧ୍ୟାହ୍ନ ଭୋଜନ ଖାଇବା ପରେ ଛାତ୍ରଛାତ୍ରୀଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିବା ପରେ ସେମାନଙ୍କୁ ମେଡିକାଲରେ ଚିକିତ୍ସା କରାଯାଉଛି। ମଧ୍ୟାହ୍ନ ଭୋଜନ ରୋଷେଇ ପ୍ରସ୍ତୁତ ବେଳେ ହଳଦୀ ବଦଳରେ ସର୍ଫ ପକାଯାଇଥିବାରୁ ଏଭଳି ଅଘଟଣ ଘଟିଛି ବୋଲି ଅଭିଯୋଗ ହୋଇଛି।

Show More

Related Articles

Back to top button