Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଜି ଆଉ ୧୧ ଜଣ ଆକ୍ରାନ୍ତଙ୍କ ମୁଣ୍ଡ ଗଡାଇଲା ମହାମାରୀ କରୋନା

ରାଜ୍ୟରେ ଅସମ୍ଭାଳ ହେଲାଣି ମହାମାରୀ କରୋନା ସ୍ଥିତି ।  ରାଜ୍ୟରେ ଆଜି ପୁଣି ୧୧ ଜଣ ଆକ୍ରାନ୍ତଙ୍କ ମୁଣ୍ଡ ଗଡାଇଛି ମହାମାରୀ କରୋନା ଭାଇରସ୍ । ଆଜିର ମୃତ୍ୟୁସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୬୩୭ କୁ ବୃଦ୍ଧି ପାଇଛି

ରାଜ୍ୟରେ ଅସମ୍ଭାଳ ହେଲାଣି ମହାମାରୀ କରୋନା ସ୍ଥିତି ।  ରାଜ୍ୟରେ ଆଜି ପୁଣି ୧୧ ଜଣ ଆକ୍ରାନ୍ତଙ୍କ ମୁଣ୍ଡ ଗଡାଇଛି ମହାମାରୀ କରୋନା ଭାଇରସ୍ । ଆଜିର ମୃତ୍ୟୁସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୬୩୭ କୁ ବୃଦ୍ଧି ପାଇଛି । ଏ ନେଇ ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି ।

ଆଜି ପ୍ରାଣ ହରାଇଥିବା ଲୋକଙ୍କ ମଧ୍ୟରୁ ବଲାଙ୍ଗୀର ଜିଲ୍ଲାରୁ ୨ ଜଣ, କଟକ ଜିଲ୍ଲାରୁ ୪ ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ଜଣେ, ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

Show More

Related Articles

Back to top button