Breaking PLUSଓଡ଼ିଶାମୁଖ୍ୟ ଖବର

ରେଲୱେ ଷ୍ଟେସନରେ ରେଳ ୱାଗନରୁ ୧୨ଟି ବୋମା ଜବତ

କଣ୍ଟାବାଞ୍ଜି: କଣ୍ଟାବାଞ୍ଜି ରେଲୱେ ଷ୍ଟେସନରେ ଯାଞ୍ଚବେଳେ ରେଳ ୱାଗନରୁ ୧୨ଟି ବୋମା ଜବତ ହୋଇଥିବା ସୂଚନା ମିଳିଛି। ଜବତ ବୋମା ସଇଁତଳା ଗୋଳାବାରୁଦ କାରଖାନାର ହୋଇଥିବା ଜଣାପଡ଼ିଛି। ସଇଁତଳା ଗୋଳାବାରୁଦ କାରଖାନାକୁ ବୋମା ଫେରାଇ ଦିଆଯାଇଥିବା ଷ୍ଟେସନ ମାଷ୍ଟର ସୂଚନା ଦେଇଛନ୍ତି। ରେଳ ୱାଗନକୁ କିଭଳି ବୋମା ଆଣିଲା ଏବଂ କିଏ ବୋମା ଆଣିଥିଲା ତାହାର କାରଣ ଅସ୍ପଷ୍ଟ ରହିଛି।

Show More

Related Articles

Back to top button