Breaking PLUSଓଡ଼ିଶାମୁଖ୍ୟ ଖବର

ଆଜି ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ

ଭୁବନେଶ୍ୱର- ଆଜି ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ । ନୂଆ ବସଷ୍ଟାଣ୍ଡକୁ ବିରୋଧ ଏବଂ ପୁରୁଣା ବସଷ୍ଟାଣ୍ଡକୁ ଆଧୁନୀକରଣ ଦାବି ନେଇ ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ ଡାକରା ଦିଆଯାଇଛି । କଣ୍ଟାବାଞ୍ଜି ନଗର କମିଟି ଏବଂ ଅନ୍ୟ ଅନୁଷ୍ଠାନ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି । ଏହି ପ୍ରତିବାଦରେ ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏଁ କେବଳ ଶିକ୍ଷାନୁଷ୍ଠାନ ଏବଂ ଜରୁରୀ ସେବାକୁ ଛାଡ଼ି ଦୋକନ ବଜାର ସହ ଗାଡ଼ି ଚଳାଚଳ ମଧ୍ୟ ବନ୍ଦ ରହିବ । ବନ୍ଦ ଯୋଗୁ ରାସ୍ତାର ଦୁଇପଟେ ଗାଡି ମୋଟର ଅଟକି ରହିଛି ।

Show More

Related Articles

Back to top button