Breaking PLUSଓଡ଼ିଶାମୁଖ୍ୟ ଖବର

ଆଜି ନବରଙ୍ଗପୁର ଜିଲ୍ଲା ବନ୍ଦ

ନବରଙ୍ଗପୁର/ଭୁବନେଶ୍ୱର, 30 ଜାନୁଆରୀ – ୬ ଦଫା ଦାବି ନେଇ ନବରଙ୍ଗପୁର ଜିଲ୍ଲା ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ମଙ୍ଗଳବାର ୧୨ ଘଂଟିଆ ବନ୍ଦ ଡାକରା ଦିଆଯାଇଛି । ସହର ଏବଂ ଜିଲ୍ଲାର ବିଭିନ୍ନ ସ୍ଥାନରେ ରାସ୍ତା ଅବରୋଧ କରାଯାଇଛି । ନବରଙ୍ଗପୁର ସହରର ସମସ୍ତ ଦୋକାନ ବଜାର ବନ୍ଦ ରହିଛି । ରାସ୍ତା ଅବରୋଧ ଯୋଗୁଁ ରାସ୍ତାର ଉଭୟ ପାର୍ଶ୍ୱରେ ଶତାଧିକ ଗାଡି ଅଟକି ରହିଛି ।

Show More

Related Articles

Back to top button