Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଜି ଆଉ ୧୨ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

ରାଜ୍ୟରେ ଆଜି ୧୨୦୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୨ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୩୫୨ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଭୁବନେଶ୍ୱର ଓ ଢେଙ୍କାନାଳ ଜିଲ୍ଲାରେ ସର୍ବାଧିକ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ନୂଆପଡା ସୁନ୍ଦରଗଡ, କଟକ, ଜଗତସିଂହପୁର, ଖୋର୍ଦ୍ଧା, ଭଦ୍ରକ, ବାଲେଶ୍ୱର, କଳାହାଣ୍ଡିରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

Show More

Related Articles

Back to top button