Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଜି ପୁଣି ୧୨ ଜଣଙ୍କ ଜୀବନ ନେଲା କରୋନା

ଆଜି ରାଜ୍ୟରେ ପୁଣି ୧୨ ଜଣ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି । ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧,୩୬୪କୁ ବୃଦ୍ଧି ହୋଇଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି ।

ଆଜି ରାଜ୍ୟରେ ପୁଣି ୧୨ ଜଣ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି । ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧,୩୬୪କୁ ବୃଦ୍ଧି ହୋଇଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି ।

ମୟୁରଭଞ୍ଜ, ମାଲକାନଗିରିରୁ ସର୍ବାଧିକ ୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ । ଭୁବନେଶ୍ୱରରୁ ୨ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି, ଝାରସୁଗୁଡ଼ା, ଯାଜପୁର, କେନ୍ଦୁଝର, ରାୟଗଡ଼ାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ବରଣ କରିଛନ୍ତି ।

Show More

Related Articles

Back to top button