Breaking PLUSଓଡ଼ିଶାମୁଖ୍ୟ ଖବର

କମୁଛି ସଂକ୍ରମଣ ବଢୁଛି ମୃତ୍ୟୁସଂଖ୍ୟା, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୧୩ ଜଣଙ୍କ ଜୀବନ ନେଲା କରୋନା

ରାଜ୍ୟରେ ସଂକ୍ରମଣ ସଂଖ୍ୟା ପ୍ରତିଦିନ କମୁଥିବାବେଳେ ମୃତ୍ୟୁ ସଂଖ୍ୟା ପୂର୍ବଭଳି ସ୍ଥିର ରହିଛି । ରାଜ୍ୟରୁ ଆଜି ଆଉ ୧୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଆଜି ମୃତ୍ୟୁ ବରଣ କରିଥିବା ୧୩ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୨୭୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି

ରାଜ୍ୟରେ ସଂକ୍ରମଣ ସଂଖ୍ୟା ପ୍ରତିଦିନ କମୁଥିବାବେଳେ ମୃତ୍ୟୁ ସଂଖ୍ୟା ପୂର୍ବଭଳି ସ୍ଥିର ରହିଛି । ରାଜ୍ୟରୁ ଆଜି ଆଉ ୧୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଆଜି ମୃତ୍ୟୁ ବରଣ କରିଥିବା ୧୩ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୨୭୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି ମୃତ୍ୟୁ ବରଣ କରିଥିବା ୧୩ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪ ଜଣ, ନୂଆପଡା ଜିଲାରୁ ୩ ଜଣ, ଝାରସୁଗୁଡା ଜିଲାରୁ ୨, କେନ୍ଦୁଝର ଜିଲାରୁ ୨ ଜଣ, ମାଲକାନଗିରି ଏବଂ ସୁନ୍ଦରଗଡ ଜିଲାରୁ ଜଣେ ଲେଖାଏଁ ରହିଛନ୍ତି

Show More

Related Articles

Back to top button