Breaking PLUSଓଡ଼ିଶାମୁଖ୍ୟ ଖବର

କମୁଛି କରୋନା ବଢୁଛି ମୃତ୍ୟୁ, ରାଜ୍ୟରେ ଆଜି ଆଉ ୧୩ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ କମୁଥିବା ବେଳେ ମୃତ୍ୟୁସଂଖ୍ୟା ପୂର୍ବଭଳି ବଢିବାରେ ଲାଗିଛି । ଆଜି ରାଜ୍ୟରେ ୧୩ ଜଣ ରୋଗୀଙ୍କ ଜୀବନ ନେଇଛି ମହାମାରୀ କରୋନା । ଆଜିର ମୃତ୍ୟୁ ସଂଖ୍ୟାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୪୫୪ରେ ପହଞ୍ଚି ଥିବା ନେଇ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

ଭୁବନେଶ୍ୱରରୁ ଆଜି ଜଣେ କରୋନା ରୋଗୀ ଆଖି ବୁଜିଛନ୍ତି। ସେହପରି, ବାଲେଶ୍ୱର, ବରଗଡ, ଖୋର୍ଦ୍ଧା, କେନ୍ଦୁଝରରୁ ଜଣେ ଲେଖାଏ ରୋଗୀଙ୍କ ମୃତ୍ୟୁ ଘଟିଛି। ଆଜି ମୟୂରଭଞ୍ଜ ଓ ସମ୍ବଲପୁରରୁ ସର୍ବାଧିକ ୩ ଜଣ ଲେଖାଏ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ସୁନ୍ଦରଗଡରୁ ୨ ଜଣ କରୋନା ରୋଗୀ ଆଖି ବୁଜିଛନ୍ତି ।

Show More

Related Articles

Back to top button