Breaking PLUSଓଡ଼ିଶାମୁଖ୍ୟ ଖବର

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୧୩ ଜଣଙ୍କ ଜୀବନ ନେଲା କରୋନା

ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା କମୁଥିବାବେଳେ ମୃତ୍ୟୁ ସଂଖ୍ୟା ପୂର୍ବଭଳି ସ୍ଥିର ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୧୩ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୯୭କୁ ବୃଦ୍ଧି ପାଇଛି ।

ଆଜି ମୃତ୍ୟୁ ବରଣ କରିଥିବା ୧୩ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଭୁବନେଶ୍ୱରରୁ, କଟକ, ନୂଆପଡା, ଅନଗୁଳ ଓ ବାଲେଶ୍ୱରରୁ ୨ ଜଣ ଲେଖାଏଁ କରୋନା ରୋଗୀ ଆଖି ବୁଜିଛନ୍ତି। ସେହିପରି କେନ୍ଦୁଝର, ସମ୍ବଲପୁର, ଜଗତସିଂହପୁରରୁ ଜଣେ ଲେଖାଏ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି ।

Show More

Related Articles

Back to top button