Breaking PLUSଦେଶ ବିଦେଶମୁଖ୍ୟ ଖବର

ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୧,୩୫୮ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

ଦେଶରେ ଗୋଟିଏ ଦିନରେ ୫୦ ହଜାର ୮୪୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ ୨୪ ଘଂଟାରେ କରୋନାରେ ୧ ହଜାର ୩୫୮ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ଦେଶରେ ମୋଟ୍ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୯୦ ହଜାର ୬୬୦ କୁ ବୃଦ୍ଧି ପାଇଛି । ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୨୮ ଲକ୍ଷ ୭୦୯ ହଜାର ୮୬୧ ରେ ପହଞ୍ଚିଛି

ଦେଶରେ ଗୋଟିଏ ଦିନରେ ୫୦ ହଜାର ୮୪୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ ୨୪ ଘଂଟାରେ କରୋନାରେ ୧ ହଜାର ୩୫୮ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ଦେଶରେ ମୋଟ୍ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୯୦ ହଜାର ୬୬୦ କୁ ବୃଦ୍ଧି ପାଇଛି । ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୨୮ ଲକ୍ଷ ୭୦୯ ହଜାର ୮୬୧ ରେ ପହଞ୍ଚିଛି । ଦେଶରେ ୬ ଲକ୍ଷ ୪୩ ହଜାର ୧୯୪ ଜଣ କରୋନା ରୋଗୀ ଏବେ ବି ଚିକିତ୍ସାଧୀନ ହେଉଛନ୍ତି । ସେହପିରି ୨ କୋଟି ୮୯ ଲକ୍ଷ ୯୪ ହଜାର ୮୫୫ ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଦେଶରେ ଏଯାବତ ୨୯ କୋଟି ୪୬ ଲକ୍ଷ ୩୯ ହଜାର ୫୧୧ ଜଣ ଟିକା ନେଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛ ।

Show More

Related Articles

Back to top button