Breaking PLUSଓଡ଼ିଶାମୁଖ୍ୟ ଖବର
ରାଜ୍ୟରେ ଗତ 24 ଘଣ୍ଟା ମଧ୍ୟରେ 138 ନୂଆ କରୋନା ଆକ୍ରାନ୍ତ ରୋଗୀ ଚିହ୍ନଟ
ଆଜି ରାଜ୍ୟରେ 138 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ 81 ଚିହ୍ନଟ ହୋଇଥିବାବେଳେ ଲୋକାଲ କେସ ରହିଛି 57 । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମଣ ସଂଖ୍ୟା 334667ରେ ପହଞ୍ଚିଲାଣି ।