Breaking PLUSଓଡ଼ିଶାମୁଖ୍ୟ ଖବର

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୪ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

ରାଜ୍ୟରେ କରୋନାରେ ଆଉ ୧୪ ଜଣଙ୍କ ମୃତ୍ୟୁ ଘଟିଛି । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୫୯କୁ ବୃଦ୍ଧି ପାଇଛି

ରାଜ୍ୟରେ କରୋନାରେ ଆଉ ୧୪ ଜଣଙ୍କ ମୃତ୍ୟୁ ଘଟିଛି । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୫୯କୁ ବୃଦ୍ଧି ପାଇଛି । ତେବେ ୧୪ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ୩ଜଣ ରହିଥିବା ବେଳେ କେନ୍ଦୁଝର-ମୟୂରଭଞ୍ଜ-ନୂଆପଡ଼ା-ସୁନ୍ଦରଗଡ଼ ଜିଲାରୁ ୨ ଜଣ ଲେଖାଏ, ବରଗଡ଼-ଗଞ୍ଜାମ- ସମ୍ବଲପୁରରୁ ଜଣେ ଲେଖାଁଏ ମୃତକ ରହିଛନ୍ତି ।

Show More

Related Articles

Back to top button