Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଜି ଆଉ 14 ଜଣଙ୍କ ଜୀବନ ନେଲା ମହାମାରୀ

ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ କମୁଥିବା ବେଳେ ମୃତ୍ୟୁ ସଂଖ୍ୟା ପୂର୍ବଭଳି ବଢିବାରେ ଲାଗିଛି । ଗତ 24 ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ 14 ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଆଜିର ଏହି ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁସଂଖ୍ୟା 1483 କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି ମୃତ୍ୟୁବରଣ କରିଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧାରୁ ସର୍ବାଧିକ 3 ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ସୁନ୍ଦରଗଡ଼ରୁ ଓ ନୂଆପଡାରୁ ଦୁଇ ଜଣ । ବରଗଡ, ବାଲେଶ୍ୱର, କଟକ, କଳାହାଣ୍ଡି ଓ କେନ୍ଦ୍ରାପଡାରୁ ଜଣେ ଲେଖାଁଏ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

Show More

Related Articles

Back to top button