Breaking PLUSଓଡ଼ିଶାମୁଖ୍ୟ ଖବର

କମୁଛି ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି ମୃତ୍ୟୁ ସଂଖ୍ୟା, ରାଜ୍ୟରେ ଆଜି ଆଉ 15 ଜଣଙ୍କ ଜୀବନ ନେଲା କରୋନା

ରାଜ୍ୟରେ ଧିରେ ଧିରେ କମୁଛି କରୋନା ଆକ୍ରାନ୍ତ ଚିହ୍ନଟ ସଂଖ୍ୟା  । ପ୍ରତିଦିନ 1000 ତଳକୁ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ କିନ୍ତୁ କରୋନା ମୃତ୍ୟୁ ସଂଖ୍ୟା କମିବାର ନାଁ ଧରୁନାହିଁ  ।  ପ୍ରତିଦିନ ରାଜ୍ୟରେ ଜୀବନ ନେଉଛି କରୋନା  । ଗତ 24 ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ 15  ଜଣଙ୍କ ମୁଣ୍ଡ ନେଇଛି ମହାମାରୀ କରୋନା ଭାଇରସ । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି ମୃତ୍ୟୁବରଣ କରିଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ସୁନ୍ଦରଗଡ ଜିଲାରୁ  3 ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ସମ୍ବଲପୁର ଜିଲ୍ଲାରୁ ଓ ଗଜପତି ରୁ 2 ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି  । ସେହିପରି ଖୋର୍ଦ୍ଧା , ସୁବର୍ଣ୍ଣପୁର, ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡା, କୋରାପୁଟ ଓ ମୟୁରଭଞ୍ଜ ରୁ ଜଣେ ଲେଖାଏଁ  ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି  । ଆଜିର ଏହି ମୃତ୍ୟୁ ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁସଂଖ୍ୟା 1628 କୁ ବୃଦ୍ଧି ପାଇଥିବା ଜଣାପଡିଛି  ।

Show More

Related Articles

Back to top button