Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଜି ଆଉ ୧୫ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

ରାଜ୍ୟରେ ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା କମୁଥିବାବେଳେ ମୃତ୍ୟୁ ସଂଖ୍ୟା ସ୍ଥିର ରହିଛି । ରାଜ୍ୟରେ ଶନିବାର ଦିନ କରୋନାରେ ଆଉ ୧୫ ଜଣଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୨୯କୁ ବୃଦ୍ଧି ପାଇଛି ।

ଆଜି ମୃତ୍ୟୁବରଣ କରିଥିବା ୧୫ ଜଣ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, ମୟୁରଭଞ୍ଜ, ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ, ଅନୁଗୋଳ, ବାଲେଶ୍ବର, ବରଗଡ, ଭଦ୍ରକ, ଗଜପତି, ଝାରସୁଗୁଡା, କନ୍ଧମାଳ, ପୁରୀ, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

Show More

Related Articles

Back to top button