Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଜି ଆଉ ୧୫ ଜଣଙ୍କ ଜୀବନ ନେଲା ମହାମାରୀ କରୋନା ଭାଇରସ୍

ରାଜ୍ୟରେ ଆଜି ଆଉ ୧୫ ଜଣଙ୍କ ଜୀବନ ନେଲା ମହାମାରୀ କରୋନା ଭାଇରସ୍ ‌। ଆଜି ମୃତ୍ୟୁବରଣ କରିଥିବା ନୂଆ ମୃତକଙ୍କୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ୭୬୭ କୁ ବୃଦ୍ଧି ପାଇଛି । 

ରାଜ୍ୟରେ ଆଜି ଆଉ ୧୫ ଜଣଙ୍କ ଜୀବନ ନେଲା ମହାମାରୀ କରୋନା ଭାଇରସ୍ ‌। ଆଜି ମୃତ୍ୟୁବରଣ କରିଥିବା ନୂଆ ମୃତକଙ୍କୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ୭୬୭ କୁ ବୃଦ୍ଧି ପାଇଛି । ଖୋର୍ଦ୍ଧାରୁ ଆଜି ସର୍ବାଧିକ ୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ପୁରୀରୁ ୩ ଜଣ, ମୟୁରଭଞ୍ଜରୁ ୨ଜଣ, କଟକରୁ ୧, ରାୟଗଡ଼ାରୁ ୧, କେନ୍ଦ୍ରାପଡ଼ାରୁ ୧ , କନ୍ଧମାଳରୁ ୧, ଅନୁଗୁଳରୁ ୧, ଓ ବଲାଙ୍ଗିରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ଜୀବନ ନେଇଛି ପ୍ରାଣଘାତୀ ଭାଇରସ୍‌ କରୋନା ।

Show More

Related Articles

Back to top button