Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଜି ଆଉ ୧୫ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା

ରାଜ୍ୟରେ ଦିନକୁ ଦିନ ସଂକ୍ରମଣ ସଂଖ୍ୟା କମୁଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ସ୍ଥିର ରହିଛି । ଆଜି ରାଜ୍ୟରେ ଆଉ ୧୫ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଆଜିର ମୃତ୍ୟସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୧,୧୯୬ ରେ ପହଞ୍ଚିଛି । 

ମୃତକଙ୍କ ଭିତରେ ୧୧ ଜଣ ପୁରୁଷ ଓ ୪ ଜଣ ମହିଳା ଅଛନ୍ତି । ଅନୁଗୋଳ ଓ ମୟୂରଭଞ୍ଜ ଜିଲ୍ଲାରୁ ସର୍ବାଧିକ ୩ ଜଣ ଲେଖାଏଁ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।ସେହିପରି ୨୪ ଘଣ୍ଟାରେ ଢେଙ୍କାନାଳ, ଖୋର୍ଦ୍ଧା, ସୁବର୍ଣ୍ଣପୁର ଜିଲ୍ଲାରେ ମହାମାରୀରେ ମୃତ୍ୟୁବରଣ କରିଛନ୍ତି ଆଉ ୨ ଜଣ ଲେଖାଏଁ ସଂକ୍ରମିତ । ପୁରୀ, କଟକ ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ରାଜ୍ୟରେ କରୋନା ମୃତ୍ୟୁହାର ରହିଛି ୦.୪୩% ।

Show More

Related Articles

Back to top button