Breaking PLUSଓଡ଼ିଶାମୁଖ୍ୟ ଖବର
କମୁଛି ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି ମୃତ୍ୟୁ ସଂଖ୍ୟା, ରାଜ୍ୟରେ ଆଜି ଆଉ 16 ଜଣ ଆକ୍ରାନ୍ତଙ୍କ ଜୀବନ ନେଲା କରୋନା
ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ । ପ୍ରତିଦିନ ରାଜ୍ୟରେ ଜୀବନ ନେଉଛି କରୋନା । ଗତ 24 ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ 16 ଜଣଙ୍କ ମୁଣ୍ଡ ନେଇଛି ମହାମାରୀ କରୋନା ଭାଇରସ । ଆଜିର ଏହି ମୃତ୍ୟୁ ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁସଂଖ୍ୟା 1 କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି ମୃତ୍ୟୁବରଣ କରିଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ବରଗଡ ଓ ସୁନ୍ଦରଗଡ ଜିଲାରୁ 3 ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଝାରସୁଗୁଡାରୁ 2, ଖୋର୍ଦ୍ଧା ,ମୟୁରଭଞ୍ଜରୁ ,ଦେଓଗଡ, ପୁରୀ , ନୟାଗଡରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।