Breaking PLUSଓଡ଼ିଶାମୁଖ୍ୟ ଖବର

କମୁଛି ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି ମୃତ୍ୟୁ ସଂଖ୍ୟା, ରାଜ୍ୟରେ ଆଜି ଆଉ 16 ଜଣ ଆକ୍ରାନ୍ତଙ୍କ ଜୀବନ ନେଲା କରୋନା

ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ  । ପ୍ରତିଦିନ ରାଜ୍ୟରେ ଜୀବନ ନେଉଛି କରୋନା  । ଗତ 24 ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ 16  ଜଣଙ୍କ ମୁଣ୍ଡ ନେଇଛି ମହାମାରୀ କରୋନା ଭାଇରସ । ଆଜିର ଏହି ମୃତ୍ୟୁ ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁସଂଖ୍ୟା 1 କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି ମୃତ୍ୟୁବରଣ କରିଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ବରଗଡ ଓ ସୁନ୍ଦରଗଡ ଜିଲାରୁ  3 ଜଣ ଲେଖାଏଁ  ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଝାରସୁଗୁଡାରୁ 2, ଖୋର୍ଦ୍ଧା ,ମୟୁରଭଞ୍ଜରୁ ,ଦେଓଗଡ, ପୁରୀ , ନୟାଗଡରୁ ଜଣେ ଲେଖାଏଁ  ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି  ।

Tags
Show More

Related Articles

Back to top button
Close