Breaking PLUSଓଡ଼ିଶାମୁଖ୍ୟ ଖବର

ଆଜି ରାଜ୍ୟରେ ୧୬ ଜଣ କରୋନା ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୬ ଜଣ କରୋନା ଆକ୍ରାନ୍ତ ରୋଗୀଙ୍କ ଜୀବନ ନେଇଛି ମହାମାରୀ କରୋନା । ଆଜିର ମୃତକଙ୍କ ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୪୦ରେ ପହଁଞ୍ଚିଛି । ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

ଆଜି ମୃତ୍ୟୁ ବରଣ କରିଥିବା ମୃତକଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ସର୍ବାଧିକ ୪ ଜଣ କରୋନା ରୋଗୀଙ୍କ ମୃତ୍ୟୁ ଘଟିଥିବାବେଳେ କଟକରୁ ୨ ଜଣ ଆଖି ବୁଜିଛନ୍ତି । ସେହିପରି ଖୋର୍ଦ୍ଧାରୁ ୨ ଜଣ ଓ ଭୁବନେଶ୍ୱରରୁ ଜଣେ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ କରୋନା ମୃତ୍ୟୁ ସଂଖ୍ୟା ରାଜ୍ୟରେ ୯୪୦ ଛୁଇଁଛି।

Show More

Related Articles

Back to top button