Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଜି ଆଉ ୧୬ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଆଜି ଟିକେ ସାମାନ୍ୟ କମିଥିବାବେଳେ ମୃତ୍ୟୁ ସଂଖ୍ୟା ପୂର୍ବଭଳି ସ୍ଥିର ରହିଛି । ରାଜ୍ୟରେ ଆଜି ପୁଣି ୧୬ ଜଣ କରୋନା ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା ।

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଆଜି ଟିକେ ସାମାନ୍ୟ କମିଥିବାବେଳେ ମୃତ୍ୟୁ ସଂଖ୍ୟା ପୂର୍ବଭଳି ସ୍ଥିର ରହିଛି । ରାଜ୍ୟରେ ଆଜି ପୁଣି ୧୬ ଜଣ କରୋନା ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା ।

ଆଜି ରାଜ୍ୟରେ ପ୍ରାଣ ହରାଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ବାଲେଶ୍ୱରରୁ ସର୍ବାଧିକ ୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ପୁରୀ, ଖୋର୍ଦ୍ଧା ଓ ମୟୁରଞ୍ଜରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।
ସେହିପରି ବଲାଙ୍ଗିର, କଟକ, ଢେଙ୍କାନାଳ, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ ଓ ନବରଙ୍ଗପୁର ଜିଲ୍ଲାରୁ ମଧ୍ୟ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଫଳରେ ଆଜି ସୁଦ୍ଧା ରାଜ୍ୟରେ କରୋନା ଜନିତ ମୋଟ୍ ମୃତ୍ୟୁ ସଂଖ୍ୟା ୮୧୩କୁ ବୃଦ୍ଧି ପାଇଛି ।

Show More

Related Articles

Back to top button