Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଜି ସର୍ବାଧିକ ୧୭ ଜଣଙ୍କ ଜୀବନ ନେଲା ମହାମାରୀ କରୋନା ଭାଇରସ

ରାଜ୍ୟରେ ଆଜି ସର୍ବାଧିକ ୧୭ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ହୋଇଛି । ଗୋଟିଏ ପଟେ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ଅନ୍ୟପଟେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢିଚାଲିଛି

ରାଜ୍ୟରେ ଆଜି ସର୍ବାଧିକ ୧୭ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ହୋଇଛି । ଗୋଟିଏ ପଟେ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ଅନ୍ୟପଟେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢିଚାଲିଛି । ଖୋର୍ଦ୍ଧା ଜିଲ୍ଲାରୁ ଆଜି ସର୍ବାଧିକ ୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । କଟକ ଓ ନୟାଗଡ଼ରୁ ୨ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଅନୁଗୁଳ, ଭଦ୍ରକ, ବଲାଙ୍ଗୀର ଓ ଢେଙ୍କାନାଳରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଜଗତସିଂହପୁର, କଳାହାଣ୍ଡି ଓ କେନ୍ଦ୍ରାପଡ଼ାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏଥିସହ ପୁରୀ ଓ ରାୟଗଡ଼ାରୁ ଜଣେ ଲେଖାଏଁ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।

Show More

Related Articles

Back to top button