Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଜି ଆଉ 17 ଜଣଙ୍କ ଜୀବନ ନେଲା ମହାମାରୀ କରୋନା

ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ କମୁଥିବା ବେଳେ ମୃତ୍ୟୁ ସଂଖ୍ୟା ପୂର୍ବଭଳି ବଢିବାରେ ଲାଗିଛି । ଗତ 24 ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ 17 ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଆଜିର ଏହି ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁସଂଖ୍ୟା 1527 କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି ମୃତ୍ୟୁବରଣ କରିଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଭୁବନେଶ୍ୱରର ଓ ସୁନ୍ଦରଗଡରୁ 4 ଜଣ ଲେଖାଁଏ କରୋନା ଆକ୍ରାନ୍ତ ରୋଗୀଙ୍କ ମୃତ୍ୟୁ ଘଟିଥିବାବେଳେ । ବରଗଡ ଓ ସମ୍ୱଲପୁରରୁ ତିନି ଜଣ ଲେଖାଁଏ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ବୌଦ୍ଧ ଓ ଢେଙ୍କାନାଳ ଓ କଳାହାଣ୍ଡିରୁ ଜଣେ ଲେଖାଁଏ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି ।

Show More

Related Articles

Back to top button