Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଜି ଆଉ 17 ଜଣଙ୍କ ଜୀବନ ନେଲା ମହାମାରୀ କରୋନା

ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ କମୁଥିବା ବେଳେ ମୃତ୍ୟୁ ସଂଖ୍ୟା ପୂର୍ବଭଳି ବଢିବାରେ ଲାଗିଛି । ଗତ 24 ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ 17 ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା

ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ କମୁଥିବା ବେଳେ ମୃତ୍ୟୁ ସଂଖ୍ୟା ପୂର୍ବଭଳି ବଢିବାରେ ଲାଗିଛି । ଗତ 24 ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ 17 ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଆଜିର ଏହି ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁସଂଖ୍ୟା 1657 କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Show More

Related Articles

Back to top button