Breaking PLUSଓଡ଼ିଶାମୁଖ୍ୟ ଖବର

କମୁଛି ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି ମୃତ୍ୟୁ ସଂଖ୍ୟା, ରାଜ୍ୟରେ ଆଜି ଆଉ ୧୭ ଜଣଙ୍କ ଜୀବନ ନେଲା କରୋନା

ରାଜ୍ୟରେ ଜାରି ରହିଛି କରୋନା ମୃତ୍ୟୁ ସଂଖ୍ୟା । ଗତ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୭ ଜଣ କରୋନା ସଂକ୍ରମିତ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୦୮୯କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

ରାଜ୍ୟରେ ଆଜି ୨୪୭୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୭ଜଣ ସଂକ୍ରମିତଙ୍କ କରୋନା ମୁଣ୍ଡ ନେଇଛି। ୧୭ ଜଣ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, କଟକ, ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ ଲେଖାଏଁ, ଗଞ୍ଜାମ ଜିଲ୍ଲାରୁ ୨ ଜଣ, ବାଲେଶ୍ବର, ବୌଦ୍ଧ, ଯାଜପୁର, କଳାହାଣ୍ଡି ଏବଂ ନୟାଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Show More

Related Articles

Back to top button