Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଜି ଆଉ ୧୭ ଜଣଙ୍କ ମୁଣ୍ଡ ଗଡାଇଲା ମହାମାରୀ କରୋନା

ରାଜ୍ୟରେ ଜାରି ରହିଛି ମହାମାରୀ କରୋନାର ଆତଙ୍କ । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୭ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା । ଆଜିର ଏହି ସଂଖ୍ୟାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୯୯୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ବାଲେଶ୍ୱରରୁ ୩, ପୁରୀ ଏବଂ ମୟୂରଭଞ୍ଜରୁ ୨ ଜଣ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେହିପରି ବରଗଡ଼, କଳାହାଣ୍ଡି, କନ୍ଧମାଳ,ମାଲକାନଗିରି ନୟାଗଡ଼ ଏବଂ ସମ୍ବଲପୁରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।

Show More

Related Articles

Back to top button