Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଜି ଆଉ ୧୭ ଜଣ ସଂକ୍ରମିତଙ୍କ ଜୀବନ ନେଲା ମହାମାରୀ କରୋନା

ରାଜ୍ୟରେ ଆଜି ଅର୍ଥାତ ଶନିବାର ଦିନ ଶୁକ୍ରବାର ଦିନ ଆଉ ୧୭ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା ଭାଇରସ୍ । ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮୯୨ କୁ ବୃଦ୍ଧି ହୋଇଛି

ରାଜ୍ୟରେ ଆଜି ଅର୍ଥାତ ଶନିବାର ଦିନ ଶୁକ୍ରବାର ଦିନ ଆଉ ୧୭ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା ଭାଇରସ୍ । ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮୯୨ କୁ ବୃଦ୍ଧି ହୋଇଛି । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି ।

ସୂଚନା ଅନୁଯାୟୀ, ଆଜି ମୃତ୍ୟୁବରଣ କରିଥିବା ୧୭ ଜଣ ମୃତକଙ୍କ ମଧ୍ୟରୁ ବାଲେଶ୍ବର, ଢେଙ୍କାନାଳ ଜିଲ୍ଲାରୁ ୩ ଜଣ ଲେଖାଏଁ ମୃତ୍ୟୁ ବରଣ କରିଥିବା ବେଳେ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ ଜିଲ୍ଲାରୁ ୨ ଜଣ ଲେଖାଏଁ, ଭଦ୍ରକ, ଗଞ୍ଜାମ, ଯାଜପୁର, ମୟୁରଭଞ୍ଜ ଏବଂ ନୟାଗଡ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ସଂକ୍ରମିତ ବ୍ୟକ୍ତି ପ୍ରାଣ ହରାଇଛନ୍ତି ।

Show More

Related Articles

Back to top button