ଓଡ଼ିଶାମୁଖ୍ୟ ଖବର

୧୯ ଜିଲ୍ଲା ପାଇଁ ବଜ୍ରପାତ ସତର୍କ ସୂଚନା ଜାରି

ଆସନ୍ତୁ ଜାଣିବା କଣ ସେଗୁଡିକ-

ରାଜ୍ୟର ୧୯ ଜିଲ୍ଲାରେ ବଜ୍ରପାତ ନେଇ ସତର୍କ ସୂଚନା ଜାରି କରାଯାଇଛି । ୧୯ ଜିଲ୍ଲା ହେଉଛି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଗଜପତି, ଗଞ୍ଜାମ, ନୟାଗଡ, ପୁରୀ, ଖୋର୍ଦ୍ଧା, କେନ୍ଦୁଝର, ମୟୁରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡା, କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର ।

ଏହିସବୁ ଜିଲ୍ଲାରେ ବଜ୍ରପାତ ହେବା ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

Show More

Related Articles

Back to top button