Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଜି ଆଉ 192 ଜଣ କରୋନା ପଜେଟିଭ ରୋଗୀ ଚିହ୍ନଟ

ଆଜି ରାଜ୍ୟରେ 192 କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ 109 ଚିହ୍ନଟ ହୋଇଥିବାବେଳେ ଲୋକାଲ କେସ ରହିଛି 83

ଆଜି ରାଜ୍ୟରେ 192 କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ 109 ଚିହ୍ନଟ ହୋଇଥିବାବେଳେ ଲୋକାଲ କେସ ରହିଛି 83 । ଏହାକୁ ମିଶାଇ ରାଜ୍ୟରେ 330309ରେ ପହଞ୍ଚିଲା କରୋନା ସଂକ୍ରମଣ ସଂଖ୍ୟା । ବଢ଼ୁଛି କମୁଛି ରାଜ୍ୟରେ କରୋନା ସଂକ୍ରମଣର ଗ୍ରାଫ ।

Show More

Related Articles

Back to top button