Breaking PLUSଓଡ଼ିଶାମୁଖ୍ୟ ଖବର
ରାଜ୍ୟରେ ଆଜି ଆଉ ଦୁଇ ଜଣଙ୍କ ଜୀବନ ନେଲା ମହାମାରୀ କରୋନା
କରୋନା ସଂକ୍ରମଣ କମିଛି ସହ ମୃତ୍ୟୁରେ ବ୍ରେକ୍ ଲାଗିଛି। ରାଜ୍ୟରେ ବେକାବୁ ହେଉଛି କୋଭିଡ୍ ମୃତ୍ୟୁ। ୨୪ ଘଣ୍ଟା ମଧ୍ୟରେ ୧୮୩ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨ ଜଣଙ୍କର ମୃତ୍ୟୁ ହୋଇଛି
କରୋନା ସଂକ୍ରମଣ କମିଛି ସହ ମୃତ୍ୟୁରେ ବ୍ରେକ୍ ଲାଗିଛି। ରାଜ୍ୟରେ ବେକାବୁ ହେଉଛି କୋଭିଡ୍ ମୃତ୍ୟୁ। ୨୪ ଘଣ୍ଟା ମଧ୍ୟରେ ୧୮୩ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨ ଜଣଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୮୫ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
୨୪ ଘଣ୍ଟା ମଧ୍ୟରେ ୧୮୩ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି ଘାତକ କରୋନା। ୨ଜଣ ମୃତକଙ୍କ ମଧ୍ୟରୁ ବାଲେଶ୍ବର ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି।