Breaking PLUSଓଡ଼ିଶାମୁଖ୍ୟ ଖବର

ଅଜଣା ଗାଡ଼ି ଧକ୍କାରେ ଦୁଇ ମହିଳା ମୃତ

ଅଜଣା ଗାଡ଼ି ଧକ୍କାରେ ଦୁଇ ମହିଳାଙ୍କ ମୃତ୍ୟୁ । ବ୍ରହ୍ମପୁର-ଦିଗପହଣ୍ଡି ରାସ୍ତା ଗୋକର୍ଣ୍ଣପୁର ବ୍ରିଜ୍ ନିକଟରେ ଏହି ଦୁର୍ଘଟଣା ଘଟିଛି । ମୃତକମାନେ ହେଲେ ତମାଳ ବିନ୍ଧାଣୀ ଓ ଚିନାରୀ ବାଙ୍ଗାରୀ ପାତ୍ର। ଏହି ଘଟଣା ପରେ ଉତ୍ୟକ୍ତ ଲୋକ କ୍ଷତିପୂରଣ ଦାବିରେ ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାକୁ ଅବରୋଧ କରିଛନ୍ତି ।

ଫଳରେ ଏହି ରାସ୍ତାରେ ବନ୍ଦ ରହିଛି ଗାଡ଼ିମୋଟର ଚଳାଚଳ । ଦିଗପହଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛି । ମୃତ ଦୁଇ ମହିଳା ଭୋରରୁ ଗାଁ ନିକଟ ନାଳକୁ ଗାଧୋଇବା ପାଇଁ ଯାଉଥିବା ଅଜଣା ଗାଡ଼ି ଧକ୍କା ଦେଇଥିଲା ।

Show More

Related Articles

Back to top button