Breaking PLUSଦେଶଦେଶ ବିଦେଶମୁଖ୍ୟ ଖବର

ଆତଙ୍କୀଙ୍କ ସୂଚନା ଦେଲେ 20 ଲକ୍ଷ

ନୂଆଦିଲ୍ଲୀ-  ପହଲଗାମ ଆତଙ୍କୀ ହମଲାରେ ସମ୍ପୃକ୍ତ ଆତଙ୍କୀଙ୍କ ପୋଷ୍ଟର ଜାରି ହୋଇଛି । ୩ ପାକିସ୍ତାନୀ ଆତଙ୍କୀଙ୍କ ପୋଷ୍ଟର ଜାରି କଲା ସୁରକ୍ଷା ଏଜେନ୍ସି  । ଆତଙ୍କୀଙ୍କ ସୂଚନା ଦେଲେ ଦେଲେ ୨୦ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା । ସୂଚନା ପ୍ରଦାନକାରୀଙ୍କ ତଥ୍ୟ ଗୋପନ ରଖିବ ଏଜେନ୍ସି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button