Breaking PLUSଓଡ଼ିଶାମୁଖ୍ୟ ଖବର
ନାବାଳିକା ଦୁଷ୍କର୍ମ ମାମଲାରେ ୨୦ ବର୍ଷ ଜେଲଦଣ୍ଡ

ଫୁଲବାଣୀ: ନାବାଳିକା ଦୁଷ୍କର୍ମ ମାମଲାରେ ୨୦ ବର୍ଷ ଜେଲଦଣ୍ଡ । ୨୦ ବର୍ଷ ଜେଲଦଣ୍ଡ ସହ ୨୫ ହଜାର ଟଙ୍କା ଜରିମାନା । ପୀଡ଼ିତାଙ୍କୁ ୭ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ DLSAକୁ ନିର୍ଦ୍ଦେଶ ଦିଆଯାଇଛି । ୨୦୧୮ ଜି. ଉଦୟଗିରି ଥାନା ଅଞ୍ଚଳ ମାମଲାରେ ସଜା ମିଳିଛି ।