Breaking PLUSଦେଶ ବିଦେଶମୁଖ୍ୟ ଖବର

୨୪ଘଂଟାରେ ଦେଶରେ ୮୦ ହଜାର ୪୭୨ କରୋନା ଆକ୍ରାନ୍ତ ଚିହ୍ନଟ

ମୃତକଙ୍କ ସଂଖ୍ୟା ୯୭ ହଜାର ୪୯୭ କୁ ବୃଦ୍ଧି

ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି ।

ଗତ ୨୪ ଘଣ୍ଟାରେ ୮୦ ହଜାର ୪୭୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୨ ଲକ୍ଷ ୨୨ ହଜାର ୭୬୩ ରେ ପହଞ୍ଚିଛି। ସେହିପରି ଗୋଟିଏ ଦିନରେ ୧,୧୭୯ ଜଣ କରୋନା କରୋନା ଆକ୍ରାନ୍ତରେ ପ୍ରାଣ ହରାଇଛନ୍ତି। ଏଥିସହ ମୋଟ ମୃତ୍ୟୁ ସଂଖ୍ୟା ୯୭ ହଜାର ୪୯୭ କୁ ବୃଦ୍ଧି ପାଇଛି। ଦେଶରେ ଏବେ ୯ ଲକ୍ଷ ୪୦ ହଜାର ୪୪୨ ଜଣ ସକ୍ରିୟ ରୋଗୀ ଥିବାବେଳେ ୫୧ ଲକ୍ଷ ୮୭ ହଜାର ୮୨୫ ଜଣ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Show More

Related Articles

Back to top button