Breaking PLUSଓଡ଼ିଶାମୁଖ୍ୟ ଖବର

26ଟି ସହରର ତାପମାତ୍ରା 40ଡିଗ୍ରୀ ଉପରେ

ଭୁବନେଶ୍ୱର- ରାଜ୍ୟର ୨୬ଟି ସହରରେ ତାପମାତ୍ରା ୪୦ଡ଼ିଗ୍ରି କିମ୍ବା ଅଧିକ ରେକର୍ଡ ହୋଇଛି। ୪୫ଡ଼ିଗ୍ରି ତାପମାତ୍ରା ସହ ଟିଟିଲାଗଡ଼ ରାଜ୍ୟର ଉତ୍ତପ୍ତ ସହର ହୋଇଥିବା ବେଳେ ବୌଦ୍ଧରେ ୪୪.୬ ଡିଗ୍ରି ରେକର୍ଡ କରାଯାଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।
ଆଜି ରାଜ୍ୟର ୫ଟି ସହରରେ ତାପମାତ୍ରା ୪୪ଡ଼ିଗ୍ରି କିମ୍ବା ଅଧିକ ତାପମାତ୍ରା ରେକର୍ଡ ହୋଇଛି। କିନ୍ତୁ ଭୁବନେଶ୍ବର ଓ କଟକରେ ପାରା ୪୦ଡ଼ିଗ୍ରି ତଳକୁ ରହିଛି।

Show More

Related Articles

Leave a Reply

Your email address will not be published. Required fields are marked *

Back to top button