Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟ ପାଇଁ ଅଶ୍ୱସ୍ତିକର ଖବର, ଗତ ୨୪ ଘଣ୍ଟା ମଧ୍ୟରେ ୨୬୧୭ ଜଣ କରୋନା ରୋଗୀ ଚିହ୍ନଟ

ରାଜ୍ୟ ପାଇଁ ଆଶ୍ୱସ୍ତିକର ଖବର । ରାଜ୍ୟରେ ଏବେ ଧିରେ ଧିରେ ସଂକ୍ରମିତଙ୍କ ସଂଖ୍ୟା କମିବାକୁ ଲାଗିଛି । ଆଜି ୩ ହଜାର ତଳକୁ ରହିଛି ସଂକ୍ରମିତଙ୍କ ସଂଖ୍ୟା

ରାଜ୍ୟ ପାଇଁ ଆଶ୍ୱସ୍ତିକର ଖବର । ରାଜ୍ୟରେ ଏବେ ଧିରେ ଧିରେ ସଂକ୍ରମିତଙ୍କ ସଂଖ୍ୟା କମିବାକୁ ଲାଗିଛି । ଆଜି ୩ ହଜାର ତଳକୁ ରହିଛି ସଂକ୍ରମିତଙ୍କ ସଂଖ୍ୟା । ଆଜି ପୁଣି ୩୦ ଜିଲ୍ଲାରୁ ୨୬୧୭ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୫୨୧ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୦୯୬ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୩୫,୩୩୦ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୫୦୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

Show More

Related Articles

Back to top button