Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଜାରି ରହିଛି କରୋନା ଆତଙ୍କ, ଗତ 24 ଘଣ୍ଟା ମଧ୍ୟରେ ରାଜ୍ୟରେ 2,697 ଜଣ କରୋନା ଆକ୍ରାନ୍ତ ରୋଗୀ ଚିହ୍ନଟ

ରାଜ୍ୟରେ ଜାରି ରହିଛି ମହାମାରୀ କରୋନା ଆତଙ୍କ । ଗତ 24 ଘଣ୍ଟା ମଧ୍ୟରେ ରାଜ୍ୟର 30 ଟି ଜିଲ୍ଲାରୁ 2,697 ଜଣ ନୂଆ କରୋନା ଆକ୍ରାନ୍ତ ରୋଗୀ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ 1576ଜଣ ଚିହ୍ନଟ ହୋଇଥିବାବେଳେ 1121 ଜଣ ସ୍ଥାନୀୟ ସଂକ୍ରମିତ ରୋଗୀ ଭାବେ ଚିହ୍ନଟ ହୋଇଛନ୍ତି

ରାଜ୍ୟରେ ଜାରି ରହିଛି ମହାମାରୀ କରୋନା ଆତଙ୍କ । ଗତ 24 ଘଣ୍ଟା ମଧ୍ୟରେ ରାଜ୍ୟର 30 ଟି ଜିଲ୍ଲାରୁ 2,697 ଜଣ ନୂଆ କରୋନା ଆକ୍ରାନ୍ତ ରୋଗୀ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ 1576ଜଣ ଚିହ୍ନଟ ହୋଇଥିବାବେଳେ 1121 ଜଣ ସ୍ଥାନୀୟ ସଂକ୍ରମିତ ରୋଗୀ ଭାବେ ଚିହ୍ନଟ ହୋଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।  ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଏବେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 2 ଲକ୍ଷ 46ହଜାର839କୁ ବୃଦ୍ଧି ହୋଇଥିବାବେଳେ ବର୍ତ୍ତମାନ ସୁଦ୍ଧା 2 ଲକ୍ଷ 16 ହଜାର 984ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଲେଣି । ରାଜ୍ୟରେ ଏବେ 28,881 ଜଣ ସକ୍ରିୟ ଆକ୍ରାନ୍ତ ରୋଗୀ ବିଭିନ୍ନ କୋଭିଡ ହସପିଟାଲରେ ଚିତ୍କିସାଧୀନ ଥିବାବେଳେ । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା 974 ଜଣ ସଂକ୍ରମିତ ବ୍ୟକ୍ତିଙ୍କ ଜୀବନ ନେଇ ସାରିଲାଣି ମହାମାରୀ କରୋନା ।

Show More

Related Articles

Back to top button