ଓଡ଼ିଶାମୁଖ୍ୟ ଖବରଶିକ୍ଷା

ଆଜି ପ୍ରକାଶ ପାଇବ ଯୁକ୍ତ ୨ ପରୀକ୍ଷା ଫଳ

ଆଜି ପ୍ରକାଶ ପାଇବ ଯୁକ୍ତ ୨ ପରୀକ୍ଷା ଫଳ । ଆଜି ଅପରାହ୍ଣ ୪ଟାରେ ପ୍ରକାଶ ପାଇବ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଅଧିନରେ ଥିବା ଯୁକ୍ତ ଦୁଇ କଳା ଏବଂ ଧନ୍ଦାମୂଳକ ପରୀକ୍ଷା ଫଳ ।

ପରୀକ୍ଷାର୍ଥୀମାନେ www.orissaresults.nic.in ୱେବସାଇଟରେ ନିଜ ରେଜଲ୍ଟ ଦେଖିପାରିବେ । ସେହିପରି ସାମସ କଲେଜ ଇସ୍ପେସରେ ମଧ୍ୟ ଛାତ୍ରଛାତ୍ରୀ ପରୀକ୍ଷା ଫଳ ଦେଖିପାରିବେ ।

ସୂଚନା ଯୋଗ୍ୟ,ଆଜି କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ବାହାରିବା ନେଇ ଅଗଷ୍ଟ ୬ ତାରିଖରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଥିଲା ।

Show More

Related Articles

Back to top button